1 Chronicles 14:17 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ସବୁଦେଶ ରେ ବିଖ୍ଯାତ ହାଇେ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟକୀଜ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ସବୁଦେଶରେ ବିଖ୍ୟାତ ହୋଇ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟଭୀତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବ ଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।