1 Chronicles 14:2 — Compare Translations
5 translations compared side by side
Odia - 1840
"ଦାଉଦ ଜାଣିପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇଶ୍ରାୟେଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇଶ୍ରାୟେଲ ପାଇଁ ଦାଉଦଙ୍କ ରାଜ୍ଯକୁ ଏକ ବିଶାଳ ରାଜ୍ଯ ରେ ପରିଣତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଜାଣି ପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇସ୍ରାଏଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇସ୍ରାଏଲ ପାଇଁ ଦାଉଦଙ୍କ ରାଜ୍ୟକୁ ଏକ ବିଶାଳ ରାଜ୍ୟରେ ପରିଣତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।