1 Chronicles 14:3 — Compare Translations
5 translations compared side by side
Odia - 1840
"ଦାଉଦ ୟିରୁଶାଲମ ରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ଯାମାନ ଜନ୍ମିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।