1 Chronicles 14:4 — Compare Translations
5 translations compared side by side
Odia - 1840
"ୟିରୁଶାଲମ ରେ ଜନ୍ମ ହାଇେଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି: ଶମ୍ମଯ, ଶୋବବ, ନାଥନ, ଶଲୋମନ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମରେ ତାଙ୍କର ଯେ ଯେ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୁୟ, ଶୋବବ, ନାଥନ, ଶଲୋମନ
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଜନ୍ମ ହୋଇଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି: ଶମ୍ମୁୟ, ଶୋବବ, ନାଥନ, ଶଲୋମନ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍, ନାଥନ, ଶଲୋମନ,
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍, ନାଥନ, ଶଲୋମନ,