1 Chronicles 14:8 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟ ଲୋକମାନେ ଶୁଣିବାକୁ ପାଇଲେ ଯେ, ଦାଉଦ ଇଶ୍ରାୟେଲର ରାଜା ହବୋ ନିମନ୍ତେ ମନୋନୀତ ହାଇେଅଛନ୍ତି। ତେଣୁ ସମସ୍ତ ପଲେଷ୍ଟୀୟ ଲୋକେ ଦାଉଦଙ୍କୁ ଦେଖିବାକୁ ଗଲେ। ଦାଉଦ ତାହା ଶୁଣିଲେ। ତେଣୁ ସେ ପଲେଷ୍ଟୀୟମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ପଲେଷ୍ଟୀୟ ଲୋକମାନେ ଶୁଣିବାକୁ ପାଇଲେ ଯେ, ଦାଉଦ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି। ତେଣୁ ସମସ୍ତ ପଲେଷ୍ଟୀୟ ଲୋକେ ଦାଉଦଙ୍କୁ ଦେଖିବାକୁ ଗଲେ। ଦାଉଦ ତାହା ଶୁଣିଲେ। ତେଣୁ ସେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।