1 Chronicles 14:9 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ରଫଯୀମ ଉପତ୍ୟକା ରେ ବାସ କରୁଥିବା ଲୋକମାନଙ୍କୁ ଆକ୍ରମଣ କରି ସମାନଙ୍କେର ଜିନିଷପତ୍ର ଚୋରି କରି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ବାସ କରୁଥିବା ଲୋକମାନଙ୍କୁ ଆକ୍ରମଣ କରି ସେମାନଙ୍କର ଜିନିଷପତ୍ର ଗ୍ଭେରି କରି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।