1 Chronicles 15:1 — Compare Translations

5 translations compared side by side

Odia - 1840
"ଦାଉଦ ଆପଣା ନିମନ୍ତେ ଦାଉଦ ନଗର ରେ ଗୃହମାନ ନିର୍ମାଣ କଲେ। ଏହାପରେ ସେ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦାଉଦ ଆପଣା ପାଇଁ ଦାଉଦ-ନଗରରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ଵରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ଵୁ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ନିୟମସିନ୍ଦୁକ ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।