1 Chronicles 15:10 — Compare Translations
5 translations compared side by side
Odia - 1840
"ଉର୍ଷାଯଲଙ୍କେ ପରିବାରବର୍ଗରୁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷୀୟେଲଙ୍କ ପରିବାରବର୍ଗରୁ 112 ଜଣ ଲୋକ ଆସିଲେ। ଅମ୍ମୀନାଦବ ସେମାନଙ୍କର ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।
Odia IRV 2017 (ଓଡିଆ ବାଇବେଲ)
ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।