1 Chronicles 15:11 — Compare Translations
5 translations compared side by side
Odia - 1840
"2 ଜଣ ଲୋକ ଆସିଲେ। ଅମ୍ମୀନାଦବ ସମାନଙ୍କେର ନେତା ଥିଲେ। ଏହାପରେ ଦାଉଦ, ଯାଜକ ସାଦୋକ ଓ ଅବିଯାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲବେୀୟମାନଙ୍କୁ ମଧ୍ଯ ଡାକିଲେ: ଉରିଯଲେ, ଅସାଯ, ଯାୟେଲ, ଶମଯିଯ, ଇଲୀଯଲେ ଓ ଅମ୍ମୀନାଦବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସାଦୋକ ଓ ଅବୀୟାଥର ଯାଜକ-ମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲକୁ ଓ ଅମ୍ମୀନାଦବକୁ ଡାକି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯାଜକ ଓ ଲେବୀୟମାନଙ୍କ ସହିତ କଥା ହେଲେ ଏହା ପରେ ଦାଉଦ, ଯାଜକ ସାଦୋକ ଓ ଅବିୟାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲେବୀୟମାନଙ୍କୁ ମଧ୍ୟ ଡାକିଲେ: ଉରିୟେଲ, ଅସାୟ, ଯୋୟେଲ, ଶମୟିୟ, ଇଲୀୟେଲ ଓ ଅମ୍ମୀନାଦବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,