1 Chronicles 15:12 — Compare Translations

5 translations compared side by side

Odia - 1840
"ଦାଉଦ ସମାନଙ୍କେୁ କହିଲେ, ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣା-ମାନଙ୍କୁ ପବିତ୍ର କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଲେବୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲେବୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ୟକ। ଏହା ପରେ ମୁଁ ନିୟମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭେମାନେ ତାହାକୁ ସେହି ସ୍ଥାନକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
Odia IRV 2017 (ଓଡିଆ ବାଇବେଲ)