1 Chronicles 15:13 — Compare Translations
5 translations compared side by side
Odia - 1840
"ନିଯମସିନ୍ଦୁକକୁ କିପରି ବହି ନବୋକୁ ହବେ, ତାହା କ'ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଚାରି ନ ଥିଲୁ? ତୁମ୍ଭେ କ'ଣ ଲବେୀୟମାନେ ତାହାକୁ ବହନ କରି ନ ଥିଲେ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ଵେଷଣ ନ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମସିନ୍ଦୁକକୁ କିପରି ବହି ନେବାକୁ ହେବ, ତାହା କ’ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଗ୍ଭରି ନ ଥିଲୁ? ତୁମ୍ଭେ କ’ଣ ଲେବୀୟମାନେ ତାହାକୁ ବହନ କରି ନ ଥିଲ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।