1 Chronicles 15:14 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିଯମସିନ୍ଦକକୁ ବହି ନଇୟିବୋ ନିମନ୍ତେ ଯାଜକ ଓ ଲବେୀୟମାନେ ନିଜକୁ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଯାଜକ ଓ ଲେବୀୟମାନେ ନିଜକୁ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।