1 Chronicles 15:16 — Compare Translations
5 translations compared side by side
Odia - 1840
"ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃସ୍ଵରରେ ଆନନ୍ଦଧ୍ଵନି କରିବା ପାଇଁ ନିଯୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଗାୟକ ଦଳ ଦାଉଦ, ଲେବୀୟ ନେତାମାନଙ୍କୁ ସେମାନଙ୍କ ଭ୍ରାତାଗଣ ଗାୟକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାୟକମାନେ ସେମାନଙ୍କର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦରେ ଗୀତ ଗାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”