1 Chronicles 15:17 — Compare Translations

5 translations compared side by side

Odia - 1840
"ଏହାପରେ ଲବେୀୟମାନେ ହମେନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହମେନ ଯାୟେଲଙ୍କ ପୁତ୍ର ଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ଏଥନ କୁଶାଯଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନ୍କୁ ନିଯୁକ୍ତ କଲେ ଓ ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନକୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେବୀୟମାନେ ହେମନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହେମନ ଯୋୟେଲଙ୍କ ପୁତ୍ର ଥିଲେ। ଆସଫ ବେରିଖିୟଙ୍କ ପୁତ୍ର ଥିଲେ। ଏଥନ କୁଶାୟାଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;