1 Chronicles 15:18 — Compare Translations

5 translations compared side by side

Odia - 1840
"ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ଵିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ ଓ ଯାସୀୟେଲକୁ ଓ ଶମୀରାମୋତକୁ ଓ ଯିହୀୟେଲକୁ ଓ ଉନ୍ନିକୁ ଓ ଇଲୀୟାବକୁ ଓ ବନାୟକୁ ଓ ମାସେୟକୁ ଓ ମତ୍ତଥୀୟକୁ ଓ ଇଲୀଫଲେହୁକୁ ଓ ମିକ୍ନେୟକୁ ଓ ଦ୍ଵାରପାଳ ଓବେଦ୍-ଇଦୋମକୁ ଓ ଯିୟୟେଲକୁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲେବୀୟମାନଙ୍କର ଆଉ ଏକ ଦ୍ୱିତୀୟ ଦଳ ମଧ୍ୟ ଥିଲେ। ସେମାନେ ଥିଲେ ଯିଖରିୟ, ବେନ, ଯାସୀୟେଲ, ଶମୀରାମୋତ, ଯିହୀୟେଲ, ଉନ୍ନିକି, ଇଲୀୟାବ, ବନାୟ, ମାସେୟ, ମତ୍ତଥିୟ, ଇଲୀଫଲେହୁ, ମି‌କ୍‌ନେୟ, ଓବେଦ-ଇଦୋମ ଓ ଯିୟୂୟେଲ। ଏହିମାନେ ଦ୍ୱାରପାଳ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତ୍‍‍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।