1 Chronicles 15:19 — Compare Translations

5 translations compared side by side

Odia - 1840
"ଗାଯକ ହମେନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ହେମନ୍, ଆସଫ ଓ ଏଥନ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ଵନି କରିବା ପାଇଁ;
Odia Bible ERV 2004 (ପବିତ୍ର ବାଇବଲ)
ଗାୟକ ହେମନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ହେମନ, ଆସଫ ଓ ଏଥନ୍‍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ହେମନ, ଆସଫ ଓ ଏଥନ୍‍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;