1 Chronicles 15:2 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ କହିଲେ, କବଳେ ଲବେୀୟମାନେ ନିଯମସିନ୍ଦୁକକୁ ବହି ନଇେ ପାରିବେ। କାରଣ ସଦାପ୍ରଭୁ ସମାନଙ୍କେୁ ନିଯମସିନ୍ଦୁକ ବହିନବୋ ନିମନ୍ତେ ଓ ଚିରକାଳ ତାଙ୍କର ସବୋ କରିବା ନିମନ୍ତେ ମନୋନୀତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଦାଉଦ କହିଲେ, ଲେବୀୟମାନଙ୍କ ଛଡ଼ା ଆଉ କାହାରି ପରମେଶ୍ଵରଙ୍କ ସିନ୍ଦୁକ ବହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ଵରଙ୍କ ସିନ୍ଦୁକ ବହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ କହିଲେ, “କେବଳ ଲେବୀୟମାନେ ନିୟମସିନ୍ଦୁକକୁ ବହି ନେଇ ପାରିବେ। କାରଣ ସଦାପ୍ରଭୁ ସେମାନଙ୍କୁ ନିୟମସିନ୍ଦୁକ ବହିନେବା ନିମନ୍ତେ ଓ ଚିରକାଳ ତାଙ୍କର ସେବା କରିବା ନିମନ୍ତେ ମନୋନୀତ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)