1 Chronicles 15:20 — Compare Translations

5 translations compared side by side

Odia - 1840
"ଜିଖରିଯ, ଅସୀଯଲେ, ଶମୀରାମାେତ୍, ୟିହିଯଲେ, ଉନ୍ନି, ଇଲୀଯାବ, ମା ସଯେ ଓ ବନାଯ ଅଲାମାେତ୍ ବୀଣା ବଜାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଜିଖରୀୟ, ଅସୀୟେଲ ଓ ଶମୀରାମୋତ୍ ଓ ଯିହୀୟେଲ ଓ ଉନ୍ନି ଓ ଇଲୀୟାବ ଓ ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ଵର ବଜାଇବା ପାଇଁ;
Odia Bible ERV 2004 (ପବିତ୍ର ବାଇବଲ)
ଯିଖରିୟ, ଅସୀୟେଲ, ଶମୀରାମୋତ୍, ଯିହିୟେଲ, ଉନ୍ନି, ଇଲୀୟାବ, ମାସେୟ ଓ ବନାୟ ଆଲାମୋତ୍ ବୀଣା ବଜାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍‍, ଯିହୀୟେଲ, ଉନ୍ନି, ଇଲୀୟାବ୍‍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍‍ ସ୍ୱର ବଜାଇବା ପାଇଁ;
Odia IRV 2017 (ଓଡିଆ ବାଇବେଲ)
ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍‍, ଯିହୀୟେଲ, ଉନ୍ନି, ଇଲୀୟାବ୍‍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍‍ ସ୍ୱର ବଜାଇବା ପାଇଁ;