1 Chronicles 15:21 — Compare Translations
5 translations compared side by side
Odia - 1840
"ମତ୍ତଥିଯ, ଇଲୀଫଲହେୁ, ମକନଯେ, ଓବେଦ୍-ଇଦୋମ୍, ୟିୟୁଯଲେ ଓ ଅସରିଯ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସମାନଙ୍କେର ଏହି କାର୍ୟ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମତ୍ତଥୀୟ ଓ ଇଲୀଫଲେହୁ ଓ ମକ୍ନେୟ ଓ ଓବେଦ୍-ଇଦୋମ୍ ଓ ଯୀୟୟେଲ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ଵରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମତ୍ତଥିୟ, ଇଲୀଫଲେହୁ, ମକ୍ନେୟ, ଓବେଦ୍-ଇଦୋମ୍, ଯିୟୂୟେଲ ଓ ଅସରିୟ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସେମାନଙ୍କର ଏହି କାର୍ଯ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।