1 Chronicles 15:22 — Compare Translations

5 translations compared side by side

Odia - 1840
"ଲବେୀୟ ନେତା କନନିଯ ଗାଯନ ଦାଯିତ୍ବ ରେ ଥିଲେ। କନନିଯ ସଙ୍ଗୀତ ବିଦ୍ଯା ରେ ଅତ୍ଯନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ୟ୍ଯ ଦତ୍ତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ନେତା କନନିୟ ଗାୟନ ଦାୟିତ୍ୱରେ ଥିଲେ। କନନିୟ ସଙ୍ଗୀତ ବିଦ୍ୟାରେ ଅତ୍ୟନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ଯ୍ୟ ଦତ୍ତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।

Recommended Reading