1 Chronicles 15:24 — Compare Translations
5 translations compared side by side
Odia - 1840
"ଶବନିଯ, ୟୋଶାଫଟ୍, ନଥନଲେ, ଅମାସଯ, ଜିଖରିଯ, ବନାଯ ଓ ଇଲୀଯଷେର, ଏମାନଙ୍କର କାର୍ୟ୍ଯ ଥିଲା, ନିଯମସିନ୍ଦୁକର ସମ୍ମୁଖ ରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ୟିହିଯ ନିଯମସିନ୍ଦୁକର ଦ୍ବାରପାଳ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶବନୀୟ ଓ ଯୋଶାଫଟ୍ ଓ ନଥନେଲ ଓ ଅମାସୟ ଓ ଜିଖରୀୟ ଓ ବନାୟ ଓ ଇଲୀୟେଷର ଯାଜକମାନେ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ୍ ଓ ଯିହୀୟ ସିନ୍ଦୁକର ଦ୍ଵାରରକ୍ଷକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶବନିୟ, ଯୋଶାଫଟ୍, ନଥନେଲ, ଅମାସୟ, ଯିଖରିୟ, ବନାୟ ଓ ଇଲୀୟେଷର, ଏମାନଙ୍କର କାର୍ଯ୍ୟ ଥିଲା, ନିୟମସିନ୍ଦୁକର ସମ୍ମୁଖରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ଯିହିୟ ନିୟମସିନ୍ଦୁକର ଦ୍ୱାରପାଳ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।