1 Chronicles 15:25 — Compare Translations
5 translations compared side by side
Odia - 1840
"ଦାଉଦ, ଇଶ୍ରାୟେଲର ପ୍ରାଚୀନବର୍ଗ ଓ ସନୋଧ୍ଯକ୍ଷମାନେ ନିଯମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସମାନେେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନଇେଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମ୍ର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ, ଇସ୍ରାଏଲର ପ୍ରାଚୀନବର୍ଗ ଓ ସେନାଧ୍ୟକ୍ଷମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସେମାନେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନେଇଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;