1 Chronicles 15:26 — Compare Translations

5 translations compared side by side

Odia - 1840
"ପରମେଶ୍ବର ନିଯମସିନ୍ଦୁକ ବହିନଇେ ଯାଉଥିବା ଲବେୀୟମାନଙ୍କୁ ସାହାୟ୍ଯ କଲେ। ସମାନେେ ସାତ ଗୋଟି ବଳଦ ଓ ସାତାଟେି ମେଣ୍ଢାକୁ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ଵର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିୟମସିନ୍ଦୁକ ବହିନେଇ ଯାଉଥିବା ଲେବୀୟମାନଙ୍କୁ ସାହାଯ୍ୟ କଲେ। ସେମାନେ ସାତ ଗୋଟି ବଳଦ ଓ ସାତୋଟି ମେଣ୍ଢାକୁ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।