1 Chronicles 15:27 — Compare Translations
5 translations compared side by side
Odia - 1840
"ଦାଉଦ ଓ ନିଯମସିନ୍ଦୁକ ବହୁଥିବା ସମସ୍ତ ଲବେୀୟମାନେ ଓ ଗାଯକ କିଣାନିଯମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ଯ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଓ ସିନ୍ଦୁକବାହକ ଲେବୀୟମାନେ ଓ ଗାୟକମାନେ ଓ ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ନିୟମସିନ୍ଦୁକ ବହୁଥିବା ସମସ୍ତ ଲେବୀୟମାନେ ଓ ଗାୟକ କିଣାନୀୟମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ୟ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।