1 Chronicles 15:28 — Compare Translations

5 translations compared side by side

Odia - 1840
"ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଉଚ୍ଚୈଃସ୍ଵରରେ ଜୟଧ୍ଵନି କରି ଶିଙ୍ଗା ଓ ତୂରୀ ଓ କରତାଳ ଓ ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି, ଇସ୍ରାଏଲର ସମସ୍ତ ଲୋକ ନିୟମସିନ୍ଦୁକକୁ ନେଇଆସିଲେ। ସେମାନେ ଉଚ୍ଚସ୍ୱର କଲେ, ସେମାନେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ୟ ଓ ତୂରୀ ବଜାଇଲେ, ଆହୁରି ମଧ୍ୟ ସେମାନେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।