1 Chronicles 15:29 — Compare Translations
5 translations compared side by side
Odia - 1840
"ନିଯମସିନ୍ଦୁକ ଯେତବେେଳେ ଦାଉଦଙ୍କ ନଗର ରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦଇେ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ଯ ଓ ଆନନ୍ଦ କରୁଅଛନ୍ତି। ସେ ହୃଦଯ ରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମସିନ୍ଦୁକ ଯେତେବେଳେ ଦାଉଦଙ୍କ ନଗରରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦେଇ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ୟ ଓ ଆନନ୍ଦ କରୁଅଛନ୍ତି। ସେ ହୃଦୟରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।