1 Chronicles 15:3 — Compare Translations

5 translations compared side by side

Odia - 1840
"ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ନିୟମସିନ୍ଦୁକକୁ ଦାଉଦଙ୍କ ଦ୍ୱାରା ପ୍ରସ୍ତୁତ ସ୍ଥାନକୁ ବହିନେବା ସମୟରେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଯିରୁଶାଲମରେ ଏକତ୍ରିତ ହେବା ନିମନ୍ତେ ଦାଉଦ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।