1 Chronicles 15:7 — Compare Translations

5 translations compared side by side

Odia - 1840
"ଗେର୍ଶୋନଙ୍କ ପରିବାରବର୍ଗରୁ 130 ଜଣ ଲୋକ ଆସିଲେ। ଯାୟେଲ ସମାନଙ୍କେର ନେତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନଙ୍କ ପରିବାରବର୍ଗରୁ 130 ଜଣ ଲୋକ ଆସିଲେ। ଯୋୟେଲ ସେମାନଙ୍କର ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
Odia IRV 2017 (ଓଡିଆ ବାଇବେଲ)
ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;