1 Chronicles 15:9 — Compare Translations

5 translations compared side by side

Odia - 1840
"ହିବ୍ରୋଣଙ୍କ ପରବାରବର୍ଗରୁ 80 ଜଣ ଲୋକ ଆସିଲେ। ଇଲୀଯଲେ ସମାନଙ୍କେର ନେତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
Odia Bible ERV 2004 (ପବିତ୍ର ବାଇବଲ)
ହିବ୍ରୋଣଙ୍କ ପରିବାରବର୍ଗରୁ 80 ଜଣ ଲୋକ ଆସିଲେ। ଇଲୀୟେଲ ସେମାନଙ୍କର ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍‍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
Odia IRV 2017 (ଓଡିଆ ବାଇବେଲ)
ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍‍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;