1 Chronicles 16:1 — Compare Translations
5 translations compared side by side
Odia - 1840
"ତା'ପରେ ସମାନେେ ନିଯମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତ ରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହାପରେ ସମାନେେ ପରମେଶ୍ବରଙ୍କ ଆଗ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ଵୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ନିୟମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହା ପରେ ସେମାନେ ପରମେଶ୍ୱରଙ୍କ ଆଗରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।