1 Chronicles 16:10 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ପବିତ୍ର ନାମ ପାଇଁ ଗର୍ବ କର। ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପବିତ୍ର ନାମ ପାଇଁ ଗର୍ବ କର। ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।