1 Chronicles 16:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ଓ ତାଙ୍କ ପରାକ୍ରମକୁ ଦେଖ, ସର୍ବଦା ତାଙ୍କର ସାହାୟ୍ଯ ଲୋଡ଼।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ଵେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ଵେଷଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଓ ତାଙ୍କ ପରାକ୍ରମକୁ ଦେଖ, ସର୍ବଦା ତାଙ୍କର ସାହାଯ୍ୟ ଲୋଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।