1 Chronicles 16:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯେଉଁ ସମସ୍ତ ମହତ୍ କର୍ମମାନ କରିଅଛନ୍ତି, ସହେିସବୁ ସ୍ମରଣ କର। ତାଙ୍କର ସିଦ୍ଧାନ୍ତ ସକଳ ଓ ତାହାଙ୍କ କୃତ ପରାକ୍ରମର କାର୍ୟ୍ଯମାନ ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେଉଁ ସମସ୍ତ ମହତ୍ କର୍ମମାନ କରିଅଛନ୍ତି, ସେହିସବୁ ସ୍ମରଣ କର। ତାଙ୍କର ସିଦ୍ଧାନ୍ତ ସକଳ ଓ ତାହାଙ୍କ କୃତ ପରାକ୍ରମର କାର୍ଯ୍ୟମାନ ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
Odia IRV 2017 (ଓଡିଆ ବାଇବେଲ)
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,