1 Chronicles 16:13 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ, ସଦାପ୍ରଭୁଙ୍କର ଦାସ ଅଟନ୍ତି। ଯାକୁବର ବଂଶଧରମାନେ, ସଦାପ୍ରୁଙ୍କର ମନୋନୀତ ଲୋକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କର ଦାସ ଅଟନ୍ତି। ଯାକୁବର ବଂଶଧରମାନେ, ସଦାପ୍ରଭୁଙ୍କର ମନୋନୀତ ଲୋକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।