1 Chronicles 16:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଟନ୍ତି। ତାଙ୍କର ପରାକ୍ରମ ସର୍ବବ୍ଯାପୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି। ତାଙ୍କର ପରାକ୍ରମ ସର୍ବବ୍ୟାପୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।