1 Chronicles 16:15 — Compare Translations

5 translations compared side by side

Odia - 1840
"ଚିରକାଳ ନିମନ୍ତେ ତାହାଙ୍କ ଦତ୍ତ ନିଯମ ସ୍ମରଣ କର। ସେ ସହସ୍ର ପୁରୁଷ ନିମନ୍ତେ ସହେି ଆଜ୍ଞାମାନ ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଚିରକାଳ ନିମନ୍ତେ ତାହାଙ୍କ ଦତ୍ତ ନିୟମ ସ୍ମରଣ କର। ସେ ସହସ୍ର ପୁରୁଷ ନିମନ୍ତେ ସେହି ଆଜ୍ଞାମାନ ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;