1 Chronicles 16:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯାକୁବ ନିମନ୍ତେ ଏକ ନିଯମ କରିଛନ୍ତି। ଇଶ୍ରାୟେଲ ସହିତ ସହେି ନିଯମ, ଅନନ୍ତକାଳୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାକୁବ ନିମନ୍ତେ ଏକ ନିୟମ କରିଛନ୍ତି। ଇସ୍ରାଏଲ ସହିତ ସେହି ନିୟମ, ଅନନ୍ତକାଳୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।