1 Chronicles 16:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲକୁ କହିଲେ, ଆମ୍ଭେ କିଣାନ୍ ଦେଶ ତୁମ୍ଭକୁ ଦବୋ, ସହେି ପ୍ରତିଜ୍ଞାତ ଭୂମି ତୁମ୍ଭର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲକୁ କହିଲେ, “ଆମ୍ଭେ କିଣାନ୍ ଦେଶ ତୁମ୍ଭକୁ ଦେବା, ସେହି ପ୍ରତିଜ୍ଞାତ ଭୂମି ତୁମ୍ଭର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;