1 Chronicles 16:19 — Compare Translations
5 translations compared side by side
Odia - 1840
"ସଠାେରେ ଅଳ୍ପ ସଂଖ୍ଯକ ଲୋକ ଥିଲେ, ଏକ ବିଦେଶୀ ଭୂମିରେ ଖୁବ୍ ଅଳ୍ପସଂଖ୍ଯକ ଅଜ୍ଞାତ ବ୍ଯକ୍ତି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଅଳ୍ପ ସଂଖ୍ୟକ ଲୋକ ଥିଲେ, ଏକ ବିଦେଶୀ ଭୂମିରେ ଖୁବ୍ ଅଳ୍ପସଂଖ୍ୟକ ଅଜ୍ଞାତ ବ୍ୟକ୍ତି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;