1 Chronicles 16:2 — Compare Translations
5 translations compared side by side
Odia - 1840
"ଦାଉଦ ହାମବେଳି ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିସାରିବା ପରେ ସଦାପ୍ରଭୁଙ୍କ ନାମ ରେ ଲୋକମାନଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରି ସାରିବା ପରେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।