1 Chronicles 16:20 — Compare Translations
5 translations compared side by side
Odia - 1840
"ସମାନେେ ଗୋଟିଏ ଦେଶରୁ ଆଉ ଏକ ଦେଶକୁ ଗଲେ, ସମାନେେ ଗୋଟିଏ ରାଜ୍ଯରୁ ଆଉ ଏକ ରାଜ୍ଯକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗୋଟିଏ ଦେଶରୁ ଆଉ ଏକ ଦେଶକୁ ଗଲେ, ସେମାନେ ଗୋଟିଏ ରାଜ୍ୟରୁ ଆଉ ଏକ ରାଜ୍ୟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।”