1 Chronicles 16:21 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ କାହାରିକୁ ସମାନଙ୍କେୁ ଆଘାତ କରିବାକୁ ଅନୁମତି ଦେଲେ ନାହିଁ, ସମାନଙ୍କେୁ ଆଘାତ ନ କରିବାକୁ ସଦାପ୍ରଭୁ ରାଜାଗଣଙ୍କୁ ସତର୍କ କରାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ କାହାରିକୁ ସେମାନଙ୍କୁ ଆଘାତ କରିବାକୁ ଅନୁମତି ଦେଲେ ନାହିଁ, ସେମାନଙ୍କୁ ଆଘାତ ନ କରିବାକୁ ସଦାପ୍ରଭୁ ରାଜାଗଣଙ୍କୁ ସତର୍କ କରାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
Odia IRV 2017 (ଓଡିଆ ବାଇବେଲ)
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;