1 Chronicles 16:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସହେି ରାଜାମାନଙ୍କୁ କହିଲେ, ଆମ୍ଭର ମନୋନୀତ ବ୍ଯକ୍ତିଙ୍କୁ ସ୍ପର୍ଶ କର ନାହିଁ। ଆମ୍ଭର ଭବଷ୍ଯଦବକ୍ତାମାନଙ୍କୁ ଆଘାତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କହିଲେ, ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ରାଜାମାନଙ୍କୁ କହିଲେ, “ଆମ୍ଭର ମନୋନୀତ ବ୍ୟକ୍ତିଙ୍କୁ ସ୍ପର୍ଶ କର ନାହିଁ। ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କୁ ଆଘାତ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
Odia IRV 2017 (ଓଡିଆ ବାଇବେଲ)
କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।