1 Chronicles 16:23 — Compare Translations

5 translations compared side by side

Odia - 1840
"ସକଳ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାଯନ କର। ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହି ଶୁଭବାର୍ତ୍ତା ପ୍ରତିଦିନ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ସକଳ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର। ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହି ଶୁଭବାର୍ତ୍ତା ପ୍ରତିଦିନ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।