1 Chronicles 16:24 — Compare Translations
5 translations compared side by side
Odia - 1840
"ସବୁ ଦବଗେଣ ନିକଟରେ ସଦାପ୍ରଭୁଙ୍କ ମହିମା ବର୍ଣ୍ଣନା କର। ସେ ଯେ ଅତ୍ଯନ୍ତ ମହତ୍ ଅଟନ୍ତି, ଏହା ସମସ୍ତଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଦେବଗଣ ନିକଟରେ ସଦାପ୍ରଭୁଙ୍କ ମହିମା ବର୍ଣ୍ଣନା କର। ସେ ଯେ ଅତ୍ୟନ୍ତ ମହତ୍ ଅଟନ୍ତି, ଏହା ସମସ୍ତଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
Odia IRV 2017 (ଓଡିଆ ବାଇବେଲ)
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
Recommended Reading