1 Chronicles 16:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଅତ୍ଯନ୍ତ ମହାନ୍ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ଯ ଅଟନ୍ତି। ଅନ୍ୟ ସବୁ ଦବେତାଗଣଙ୍କ ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅତ୍ୟନ୍ତ ମହାନ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ୟ ଅଟନ୍ତି। ଅନ୍ୟ ସବୁ “ଦେବତାଗଣଙ୍କ” ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।