1 Chronicles 16:26 — Compare Translations
5 translations compared side by side
Odia - 1840
"କାହିଁକି? କାରଣ ପୃଥିବୀର ସମସ୍ତ ଦବେତାଗଣ କବଳେ ମୂଲ୍ଯହୀନ ପ୍ରତିମାସକଳ ଅଟନ୍ତି। କିନ୍ତୁ ସଦାପ୍ରଭୁ ଆକାଶକୁ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ଅବସ୍ତୁମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପୃଥିବୀର ସମସ୍ତ “ଦେବତାଗଣ” କେବଳ ମୂଲ୍ୟହୀନ ପ୍ରତିମାସକଳ ଅଟନ୍ତି। କିନ୍ତୁ ସଦାପ୍ରଭୁ ଆକାଶକୁ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।