1 Chronicles 16:27 — Compare Translations

5 translations compared side by side

Odia - 1840
"ଗୌରବ ଓ ମହିମା ତାଙ୍କ ପାଇଁ ଅଛି। ଶକ୍ତି ଓ ଉଲ୍ଲାସ ତାଙ୍କ ସ୍ଥାନ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ ।
Odia Bible ERV 2004 (ପବିତ୍ର ବାଇବଲ)
ଗୌରବ ଓ ମହିମା ତାଙ୍କ ପାଇଁ ଅଛି। ଶକ୍ତି ଓ ଉଲ୍ଲାସ ତାଙ୍କ ସ୍ଥାନରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
Odia IRV 2017 (ଓଡିଆ ବାଇବେଲ)
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।