1 Chronicles 16:28 — Compare Translations
5 translations compared side by side
Odia - 1840
"ପରିବାର ସକଳ ଓ ଜନବୃନ୍ଦ ସଦାପ୍ରଭୁଙ୍କ ମହିମା ଓ ପରାକ୍ରମର ପ୍ରଶଂସାଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରିବାର ସକଳ ଓ ଜନବୃନ୍ଦ ସଦାପ୍ରଭୁଙ୍କ ମହିମା ଓ ପରାକ୍ରମର ପ୍ରଶଂସା ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Odia IRV 2017 (ଓଡିଆ ବାଇବେଲ)
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।