1 Chronicles 16:29 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମହିମାର ପ୍ରଶଂସାଗାନ କର। ତାଙ୍କ ନାମକୁ ସମ୍ମାନ କର। ତାଙ୍କ ନିକଟକୁ ତୁମ୍ଭର ନବୈେଦ୍ଯ ଆଣ। ସୁନ୍ଦରତା ରେ ଓ ପବିତ୍ରତା ରେ ସଦାପ୍ରଭୁଙ୍କର ଉପାସନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମହିମାର ପ୍ରଶଂସା ଗାନ କର। ତାଙ୍କ ନାମକୁ ସମ୍ମାନ କର। ତାଙ୍କ ନିକଟକୁ ତୁମ୍ଭର ନୈବେଦ୍ୟ ଆଣ। ସୁନ୍ଦରତାରେ ଓ ପବିତ୍ରତାରେ ସଦାପ୍ରଭୁଙ୍କର ଉପାସନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।